26.1 C
Bhubaneswar
Friday, March 29, 2024
Homeଦେଶ ବିଦେଶପୂର୍ବତନ କେନ୍ଦ୍ରମନ୍ତ୍ରୀ ରଘୁବଂଶ ପ୍ରସାଦ ସିଂହଙ୍କ ପରଲୋକ

ପୂର୍ବତନ କେନ୍ଦ୍ରମନ୍ତ୍ରୀ ରଘୁବଂଶ ପ୍ରସାଦ ସିଂହଙ୍କ ପରଲୋକ

ନୂଆଦିଲ୍ଲୀ : ପୂର୍ବତନ କେନ୍ଦ୍ରମନ୍ତ୍ରୀ ରଘୁବଂଶ ପ୍ରସାଦ ସିଂହଙ୍କର ଆଜି ପରଲୋକ ଘଟିଛି । ଦିଲ୍ଲୀ ଏମସରେ ଚିକିତ୍ସାଧୀନ ଅବସ୍ଥାରେ ୭୪ ବର୍ଷ ବୟସର ତାଙ୍କର ଦେହାନ୍ତ ହୋଇଛି । ରାଷ୍ଟ୍ରୀୟ ଜନତା ଦଳର ପ୍ରମୁଖ ଲାଲୁ ପ୍ରସାଦ ଯାଦବଙ୍କ ନିକଟୀୟ ଥିବା ଜଣାପଡିଛି । ବିହାର ରାଜନୀତିରେ ରଘୁବଂଶ ବାବୁ ନାମରେ ବେଶ ଜଣାଶୁଣା ଥିଲେ । ବିହାର ବୈଶାଳୀର ଥିବା ରଘୁବଂଶ କିଛି ଦିନ ତଳେ ଆଇସିୟୁରେ ଥାଇ ଆରଜେଡିରୁ ଇସ୍ତଫା ଦେଇଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking