ସମ୍ବଲପୁର: ପୁଣି ଖୋଲିଲା ହୀରାକୁଦ ଡ୍ୟାମର ୪ଟି ଗେଟ । ଏବେ ମୋଟ ୮ଟି ଗେଟ ଦେଇ ବନ୍ୟା ଜଳ ନିଷ୍କାସନ ହୋଇଛି । ବାମ ପାଶ୍ୱର୍ର ୫ଟି ଓ ଡାହାଣ ପାଶ୍ୱର୍ର ୩ଟି ସ୍ଲୁଇସ ଗେଟ ଖୋଲା ରହିଛି ।