29.1 C
Bhubaneswar
Wednesday, April 29, 2026
Homeଓଡିଶାଖୋଲିଲା ହୀରାକୁଦର ଆଉ ୪ଟି ଗେଟ

ଖୋଲିଲା ହୀରାକୁଦର ଆଉ ୪ଟି ଗେଟ

ସମ୍ବଲପୁର:ହୀରାକୁଦ ଜଳଭଣ୍ଡାରକୁ ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବେଶ କରୁଛି। ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ । ମୋଟ ୨୪ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେବ ।  ବାମ ପଟେ ୧୬ ଓ ଦକ୍ଷିଣ ପଟେ ୮ଟି ଗେଟ ଖୋଲିଲା । ପୂର୍ବ ୨୦ଟି ଗେଟ ଦେଇ ଜଳ ନିଷ୍କାସନ ହେଉଥିଲା ।ଅନ୍ୟପଟରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ୨୦ଟି ଗେଟ୍ ଖୋଲାଯାଇ ଥିବାରୁ ମହାନଦୀରେ ବନ୍ୟା ଜଳସ୍ତର ବଢ଼ିବାର ଆଶଙ୍କା ରହିଛି। ଫଳରେ ହୀରାକୁଦ ଡ୍ୟାମର ତଳମୁଣ୍ଡରେ ଥିବା ନଦୀ ଶଯ୍ୟା ଅଞ୍ଚଳରେ ବନ୍ୟା ଆସିବାର ଆଶଙ୍କା ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking