31.1 C
Bhubaneswar
Friday, March 27, 2026
Homeଓଡିଶା୪ଟି ବାଲି ବୋଝେଇ ଡମ୍ପର ଜବତ

୪ଟି ବାଲି ବୋଝେଇ ଡମ୍ପର ଜବତ

ବାଲେଶ୍ୱର: ବାଲେଶ୍ୱର ଖଣି ବିଭାଗ ଓ ସୋର ତହସିଲ ପକ୍ଷରୁ ମିଳିତ ଭାବେ ଚଢ଼ାଉ କରାଯାଇ ୪ଟି ବାଲି ବୋଝେଇ ଗାଡ଼ି ଜବତ କରାଯାଇଛି। ଆଜି ସକାଳେ ସୋର ତହସିଲଦାର ଦୈତାରି ମଲ୍ଲିକ ଓ କନିଷ୍ଠ ଖଣି ଅଧିକାରୀ ଜଗନ୍ନାଥ ଦାସ ଏକ ଟିମ ସହ ଭଦ୍ରକରୁ ବାଲେଶ୍ୱର ଅଭିମୁଖେ ଆସୁଥିବା ବେଆଇନ ବାଲି ବୋଝେଇ ଗାଡ଼ିର କାଗଜପତ୍ର ଯାଞ୍ଚ କରୁଥିଲେ।ଏହି ସମୟରେ ୪ଟି ବେଆଇନ ବାଲି ବୋଝେଇ ଗାଡ଼ିକୁ ଜବତ କରି ସୋର ପୁଲିସକୁ ହସ୍ତାନ୍ତର କରିଥିବା ଜଣାପଡ଼ିଛି। ଚଢ଼ାଉ ହେଉଥିବା ଜାଣିପାରି ୨୫ ରୁ ଅଧିକ ଗାଡ଼ି ରାସ୍ତା ବଦଳାଇ ଫେରାର ହୋଇଯାଇଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking