କ୍ରିପ୍ଟୋ ପୁଞ୍ଜି ନିବେଶରେ ଠକେଇ ମାମଲା

ଝାରଖଣ୍ଡ : କ୍ରିପ୍ଟୋ ପୁଞ୍ଜି ନିବେଶରେ ଠକେଇ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧଶାଖା (ଇଓଡବ୍ଲୁ) ଏସଟିଏ ଇଣ୍ଡିଆର ଝାରଖଣ୍ଡ ମୁଖ୍ୟ ତଥା ପ୍ରତିଷ୍ଠାତା ସଦସ୍ୟ ସୁଶୀଲ କୁମାର ଟୁଡୁକୁ ଗିରଫ କରିଛି। ତାକୁ ନିରସା ଥାନା ଅଞ୍ଚଳରୁ ଗିରଫ କରାଯାଇଛି। ଅଭିଯୁକ୍ତ ସୁଶୀଲ ଝାରଖଣ୍ଡର ଧନବାଦ ଜିଲ୍ଲାର ଅଧିବାସୀଅଟନ୍ତି। ତାକୁ ଗିରଫ କରାଯିବା ପରେ ଧାନବାଦର ଜେଏମଏଫସି କୋର୍ଟରେ ହାଜର କରାଯାଇଥିଲା। ସେଠାରୁ ତାଙ୍କୁ ୩ ଦିନିଆ ଟ୍ରାଞ୍ଜିଟ୍ ରିମାଣ୍ଡରେ ଓଡିଶା ଅଣାଯାଇଛି। ସୁଶୀଲ କୁମାର ଟୁଡୁଙ୍କ … Continue reading କ୍ରିପ୍ଟୋ ପୁଞ୍ଜି ନିବେଶରେ ଠକେଇ ମାମଲା