25.9 C
Bhubaneswar
Monday, April 6, 2026
Homeଓଡିଶାଫ୍ରି ଆଧାର ଅପଡେଟ୍, ବଢ଼ିଲା ସମୟ ସୀମା

ଫ୍ରି ଆଧାର ଅପଡେଟ୍, ବଢ଼ିଲା ସମୟ ସୀମା

ଭୁବନେଶ୍ୱର : ଆଜିଠୁ ବଦଳିଲା ନିୟମ। ଚଳିତ ମାସରେ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀ ଦରରେ ହେବାକୁ ଯାଉଛି ବଡ଼ ଧରଣର ପରିବର୍ତ୍ତନ। ଆଧାର କାର୍ଡ, କ୍ରେଡିଟ୍ କାର୍ଡ, ଏଲପିଜି ସିଲିଣ୍ଡର ଏବଂ ଏଫଡି ସହ ଯୋଡି ହୋଇଥିବା ନିୟମ ପରିବର୍ତ୍ତନ ହେଉଛି। ଫଳରେ ଏହା ଦୈନନ୍ଦିନ ଜୀବନରେ ପ୍ରଭାବ ପକାଇବ।

ଆଧାରକାର୍ଡ ଅପଡେଟ୍ କରିବାର ସମୟସୀମାକୁ ସେପ୍ଟେମ୍ବର ୧୪ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏହି ସମୟ ଅବଧି ମଧ୍ୟରେ ବିନା କୌଣସି ମୂଲ୍ୟରେ ନିଜର ଆଧାରକାର୍ଡ ଅପଡେଟ୍ କରିପାରିବେ। ହେଲେ ସେପ୍ଟେମ୍ବର ୧୪ ତାରିଖ ପରେ ଅପଡେଟ୍ କରିବାକୁ ହେଲେ ଏଥିପାଇଁ ଧାର୍ଯ୍ୟ ପରିମାଣର ଟଙ୍କା ଦେବାକୁ ପଡ଼ିବ। ଆଜିଠାରୁ ଲାଗୁ ହେଉଛି ନୂଆ ଟେଲିକମ ଗାଇଡଲାଇନ। ଯାହାକି ଫେକ୍ କଲ ଓ ମେସେଜରୁ ଗ୍ରାହକଙ୍କୁ ସୁରକ୍ଷା ପ୍ରଦାନ କରିବ। ଟେଲିକମ ରେଗୁଲେଟୋରୀ ଅଥୋରିଟି ଅଫ୍ ଇଣ୍ଡିଆ ଏନେଇ କଠୋର ପଦକ୍ଷେପ ଗ୍ରହଣ କରିବାକୁ ଯାଉଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking