20.1 C
Bhubaneswar
Friday, December 26, 2025
Homeଓଡିଶାସ୍କୁଲ ପିଲାଙ୍କ ପାଇଁ ମାଗଣା ବସ ସେବା

ସ୍କୁଲ ପିଲାଙ୍କ ପାଇଁ ମାଗଣା ବସ ସେବା

ଭୁବନେଶ୍ୱର: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ ସେବା । ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମିଳିବ ମାଗଣା ବସ ସେବା । ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରସ୍ତାବକୁ ରାଜ୍ୟ ସରକାର ଅନୁମୋଦନ ଦେଇଛନ୍ତି । ବସ ସେବା ନେଇ ପରିବହନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି । ଡ୍ରପ ଆଉଟ ହ୍ରାସ କରିବାକୁ ଆରମ୍ଭ ହେବ ମାଗଣା ବସ । ଉଭୟ ଏସି ଓ ନନ ଏସି ବସରେ ଲାଗୁ ହେବ ଏହି ସେବା । ବସରେ ଯାତ୍ରା ବେଳେ ୟୁନିଫର୍ମରେ ରହିବା ସହ ଆଇକାର୍ଡ ପକାଇବେ ଛାତ୍ରଛାତ୍ରୀ । ବର୍ତ୍ତମାନର ବସ ରୁଟ ଟାଇମିଂରେ ସଂଶୋଧନ କରିବ ଓଏସଆରଟିସି । ସଂଶୋଧିତ ରୁଟରେ ସର୍ବାଧିକ ସ୍କୁଲ ଥିବା ରାସ୍ତାକୁ ସାମିଲ କରାଯିବ ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking