28.1 C
Bhubaneswar
Sunday, September 8, 2024
Homeଦେଶ ବିଦେଶ୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ

୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ

ନୂଆଦିଲ୍ଲୀ: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ସଂସଦରେ ଆଗତ ହେଲା ପୂର୍ଣ୍ଣାଙ୍ଗ ବଜେଟ୍ । ଦିନ ୧୧ଟା ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରିଛନ୍ତି । ସପ୍ତମ ଥର ବଜେଟ ଉପସ୍ଥାପନ କଲେ ନିର୍ମଳା ସୀତାରମଣ । ଲଗାତାର ସପ୍ତମ ଥର ପାଇଁ ସଂସଦରେ ଦେଶର ଆୟ-ବ୍ୟୟର ହିସାବ ରଖିଛନ୍ତି ସୀତାରମଣ । । ତେବେ ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ ମାଗଣା ବିଜୁଳି ନେଇ ଏକ ବଡ଼ ଘୋଷଣା କରିଛନ୍ତି । ତାହା ହେଲା ଆଗାମୀ ଦିନରେ ୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ । ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମୁକ୍ତ ବିଜୁଳି ଯୋଜନାରେ ୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ । ସରକାରୀ ସହାୟତାରେ ଲୋକଙ୍କ ଘର ଛାତ ଉପରେ ସୋଲାର ପ୍ୟାନେଲ ଲାଗିବ । ପ୍ରତି ଘରୁ ମାସିକ ୩୦୦ ୟୁନିଟ ବିଜୁଳି ଉତ୍ପାଦନ ଲକ୍ଷ୍ୟ ରଖାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking