18.1 C
Bhubaneswar
Saturday, December 6, 2025
Homeଓଡିଶାଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ

ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ବିମିଲାଗଡ଼ ରେଲୱେ ଷ୍ଟେସନ ଡ୍ୟାମ୍ ବସ୍ତି ନିକଟରେ ମାଲବାହୀ ଟ୍ରେନ୍ ର ଚାରୋଟି ବଗି ଲାଇନଚ୍ୟୁତ ହୋଇଛି। ମାଲବାହୀ ଟ୍ରେନ୍ ( ବିଓଏସ୍ ଏମ୍ ୭୭୯) ଟ୍ରେନ୍ ରକ୍ସି ରେଲୱେ ସାଇଡିଙ୍ଗରୁ ଲୁହା ପଥର ବୋଝେଇ କରି ବିମଲାଗଡ଼ ପଟକୁ ଯାଉଥିବା ବେଳେ ଡ୍ୟାମ୍ ବସ୍ତି ନିକଟରେ ଲାଇନଚ୍ୟୁତ ହୋଇଛି । ଏଥିରେ କାହାର କୌଣସି କ୍ଷତି ହୋଇନଥିବା ବେଳେ ଘଟଣା ସ୍ଥଳରେ ରେଲୱେ କର୍ମଚାରୀ ପହଞ୍ଚି ବଗିଗୁଡ଼ିକୁ ଟ୍ରାକ କୁ ଆଣିବାକୁ ଚେଷ୍ଟା କରୁଛନ୍ତି । ଏଇ ଲାଇନରେ ସମସ୍ତ ରେଳ ଚଳାଚଳ ବନ୍ଦ ରହିଛି । କେଉଁ କାରଣରୁ ଚାରୋଟି ବଗି ଲାଇନଚ୍ୟୁତ ହେଲା ରେଲୱେ ବିଭାଗ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପଟେ ଚକ୍ରଧରପୁର ରେଳ ମଣ୍ଡଳ ଡିଆଏମ୍ ଘଟଣା ସ୍ଥଳରେ ପହଞ୍ଚିଛନ୍ତି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking