32.1 C
Bhubaneswar
Thursday, March 26, 2026
Homeଓଡିଶାମାଲବାହୀ ଟ୍ରେନ ଲାଇନଚ୍ୟୁତ

ମାଲବାହୀ ଟ୍ରେନ ଲାଇନଚ୍ୟୁତ

ଭୁବନେଶ୍ୱର : ମାଲବାହୀ ଟ୍ରେନ ଲାଇନଚ୍ୟୁତ । ତେବେ ମାଲବାହୀ ଟ୍ରେନର ଗୋଟିଏ ବଗି ଲାଇନଚ୍ୟୁତ ହୋଇଛି । ଭୁବନେଶ୍ୱର ରେଳଷ୍ଟସନ ଅତିକ୍ରମ କରି କଟକ ଅଭିମୁଖେ ଯାଉଥିବାବଳେ ଲାଇନଚ୍ୟୁତ ହୋଇଥିବା ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି । ଟ୍ରେନ ଲାଇନଚ୍ୟୁତ ହେବା ପରେ କୌଣସି କ୍ଷୟକ୍ଷତି ହୋଇନଥିବା ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking