35.1 C
Bhubaneswar
Sunday, May 19, 2024
Homeଓଡିଶାଆଜିଠୁ ପୁରୀରୁ ରାଉରକେଲା ଗଡ଼ିବ ଦ୍ବିତୀୟ ବନ୍ଦେ ଭାରତ ଏକ୍ପପ୍ରେସ

ଆଜିଠୁ ପୁରୀରୁ ରାଉରକେଲା ଗଡ଼ିବ ଦ୍ବିତୀୟ ବନ୍ଦେ ଭାରତ ଏକ୍ପପ୍ରେସ

ପୁରୀ: ରାଜ୍ୟରେ ଗଡ଼ିବ୨ୟ ବନ୍ଦେ ଭାରତ । ଆଜିଠୁ ପୁରୀରୁ ରାଉରକେଲା ଯିବ ବନ୍ଦେ ଭାରତ ଏକ୍ସପ୍ରେସ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଏହାକୁ ଭର୍ଚୁଆଲ ମୋଡରେ ଉଦଘାଟନ କରିବେ ।

ଏହି ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଶନିବାରକୁ ଛାଡ଼ି ସପ୍ତାହର ୬ ଦିନ ଚାଲିବ । ୮ ଘଂଟାରୁ କମ୍ ସମୟ ଭିତରେ ପୁରୀରୁ ବାହାରି ରାଉରକେଲାରେ ପହଞ୍ଚିବ ଏହି ଟ୍ରେନ । ଏହାଦ୍ୱାରା ପୁରୀ-ରାଉରକେଲା ମଧ୍ୟରେ ୩ ଘଣ୍ଟାର ସମୟ ହ୍ରାସ ପାଇବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking