42.1 C
Bhubaneswar
Saturday, April 27, 2024
Homeଓଡିଶାଆଜିଠୁ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ

ଆଜିଠୁ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେବାକୁ ଯାଉଛି ଯୁକ୍ତ ଦୁଇ ଖାତା ମୂଲ୍ୟାୟନ । ଦୁଇଟି ପର୍ଯ୍ୟାୟରେ ପରୀକ୍ଷା ଖାତା ମୂଲ୍ୟାଙ୍କନ କରାଯିବ। ଉଭୟ ଅନଲାଇନ ଓ ଅଫଲାଇନରେ ହେବ ମୂଲ୍ୟାୟନ । ତେବେ ପ୍ରଥମ ପ୍ରକ୍ରିୟା ଖାତାଦେଖା ଆଜିଠୁ ଆରମ୍ଭ ହୋଇ ଏପ୍ରିଲ ୨ ଯାଏ ଚାଲିବ । ୨ୟ ପର୍ଯ୍ୟାୟରେ ଖାତାଦେଖା ୪ ଏପ୍ରିଲରୁ ଆରମ୍ଭ ହୋଇ ୧୫ ଏପ୍ରିଲ ଯାଏ ଚାଲିବ । ମୂଲ୍ୟାୟନ ପାଇଁ ୬୯ଟି ଅଫଲାଇନ୍‍ ଓ ୪୧ଟି ଅନଲାଇନ ସେଣ୍ଟର କରାଯାଇଛି । ମୋଟ ୨୮ଶହ ଅଧ୍ୟାପକ ଓ ଅଧ୍ୟାପିକା ଏଥିପାଇଁ ନିଯୁକ୍ତି ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking