ଜି.ଉଦୟଗିରି ସବୁଠୁ ଥଣ୍ଡା ସହର

ଭୁବନେଶ୍ବର : କମୁଛି ପାରଦ ବଢୁଛି ଶୀତ । ଭୀଷଣ ଜାଡରେ ଥରୁଛି ସାରା ଓଡିଶା । ଆଭ୍ୟନ୍ତରୀଣ ଓ ଉପକୂଳ ଓଡିଶାରେ ପ୍ରବଳ ଶୀତ ଅନୁଭୂତ ହେଉଛି  । ଫଳରେ ଜନଜୀବନ ପୁରା ଅସ୍ତବ୍ୟସ୍ତ ହୋଇପଡିଛି  । ଶୀତରୁ ରକ୍ଷା ପାଇବା ପାଇଁ ସକାଳୁ କିଏ ମର୍ଣ୍ଣିଂ ଓ୍ବାକ୍ କରୁଛି ତ ଆଉ କିଏ ନିଆଁ ପୋଇଁ ହେଉଛି  । ଏଭଳି ସ୍ଥିତି ଆହୁରି ୪ ଦିନ ଲାଗି ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ … Continue reading ଜି.ଉଦୟଗିରି ସବୁଠୁ ଥଣ୍ଡା ସହର