28.1 C
Bhubaneswar
Saturday, July 12, 2025
Homeଓଡିଶାବଜ୍ରପାତରେ ଭାଙ୍ଗିଲା ଗାଦି ମନ୍ଦିର ପୂର୍ବ ମୁଖଶାଳା ଦଧିନଉତି

ବଜ୍ରପାତରେ ଭାଙ୍ଗିଲା ଗାଦି ମନ୍ଦିର ପୂର୍ବ ମୁଖଶାଳା ଦଧିନଉତି

ଢେଙ୍କାନାଳ: ଢେଙ୍କାନାଳ ଜିଲା ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମରପୀଠ ମହିମାଗାଦି ଯୋରନ୍ଦାରେ ରବିବାର ବିଳମ୍ବିତ ରାତିରେ ଭାଙ୍ଗିଯାଇଛି। ବଜ୍ରପାତରେ ଗାଦି ମନ୍ଦିର ପୂର୍ବ ମୁଖଶାଳା ଦଧିନଉତି ସମ୍ପୂର୍ଣ୍ଣ ଭାଙ୍ଗିଛି। ସୋମବାର ସକାଳେ ଘଟଣା ସମ୍ପର୍କରେ ଜାଣିବା ପରେ ମହିମା ସନ୍ନ୍ୟାସୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଆଲୋଚନା ଜୋର ଧରିଛି । ରବିବାର ବିଳମ୍ବିତ ରାତିରେ ଖୁବ ଜୋର୍‌ରେ ଏକ ଶବ୍ଦ ଶୁଭିଥିଲା ବୋଲି ଅଞ୍ଚଳବାସୀଙ୍କ କହିଛନ୍ତି।   ତୁରନ୍ତ ଏହାର ମରାମତି ପାଇଁ ଦାବି ହେଉଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking