26.1 C
Bhubaneswar
Friday, March 29, 2024
Homeକରୋନାଆଉ ଜଣେ କେନ୍ଦ୍ର ମନ୍ତ୍ରୀ ହେଲେ କରୋନା ଆକ୍ରାନ୍ତ

ଆଉ ଜଣେ କେନ୍ଦ୍ର ମନ୍ତ୍ରୀ ହେଲେ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ:ମୋଦୀ ସରକାରଙ୍କ ୫ଜଣ କେନ୍ଦ୍ରମନ୍ତ୍ରୀ କରୋନା ଆକ୍ରାନ୍ତ ହୋଇଥିବା ବେଳେ ଏବେ ଆଉ ଜଣେ କେନ୍ଦ୍ର ମନ୍ତ୍ରୀଙ୍କ ସ୍ୱାବ ନମୁନା ରିପୋର୍ଟ ପଜିଟିଭ ହୋଇଛି। କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ୍ କରୋନା ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ତାଙ୍କ ପୂର୍ବରୁ ଗୃହମନ୍ତ୍ରୀ ଅମିତ ଶାହା ଏବଂ  କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ କରୋନା ସଂକ୍ରମିତ ହୋଇଥିଲେ।
ତାଙ୍କର କରୋନା ରିପୋର୍ଯ ପଜିଟିଭ୍ ଆସିଛି । ଏହାପରେ ତାଙ୍କୁ ମେଦାନ୍ତ ମେଡିକାଲରେ ଭର୍ତ୍ତି କରାଯାଇଛି । କରୋନା ପଜିଟିଭ ନେଇ ଖୋଦ୍ କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ସଂଗରୋଧରେ ରହିବାକୁ ମନ୍ତ୍ରୀ ଅନୁରୋଧ କରିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking