ଭୁବନେଶ୍ୱର : କଂଗ୍ରେସକୁ ଫେରିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ । ଆଜି ନୂଆଦିଲ୍ଲୀରେ ଗିରିଧର, ତାଙ୍କ ପତ୍ନୀ ପୂର୍ବତନ ସାଂସଦ ହେମା ଗମାଙ୍ଗ ଓ ପୁଅ ଶିଶିର ଗମାଙ୍ଗ ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହେଲେ । ଦିଲ୍ଲୀରେ କଂଗ୍ରେସ ହାତ ଧରିଲେ ଗମାଙ୍ଗ ପରିବାର । ପିସିସି ପ୍ରଭାରୀ ଅଜୟ କୁମାରଙ୍କ ଉପସ୍ଥିତିରେ କଂଗ୍ରେସରେ ସାମିଲ ହେଲେ ।