32.1 C
Bhubaneswar
Friday, October 2, 2026
Homeଓଡିଶାବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ

ଭୁବନେଶ୍ୱର: ଆଜି ଦେଶ ପାଳୁଛି ୧୫୭ ତମ ଗାନ୍ଧୀ ଜୟନ୍ତୀ। ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳନ ଅବସରରେ ବିଧାନସଭା ପରିସରରେ ଥିବା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ବାଚସ୍ପତି, ଉପମୁଖ୍ୟମନ୍ତ୍ରୀ, ମନ୍ତ୍ରୀ , ବିଧାୟକ ଓ ଅନ୍ୟାନ୍ୟ ଅତିଥି ବୃନ୍ଦ ଶ୍ରାଦ୍ଧସୁମନ ଅର୍ପଣ କରିଛନ୍ତି। ଆଜି ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜନ୍ମଜୟନ୍ତୀ। ଏନେଇ ଭୁବନେଶ୍ୱର ଓଡ଼ିଶା ବିଧାନସଭା ପରିସରରେ ଆୟୋଜିତ ହୋଇଛି ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ସମାରୋହ। ଏହି ଅବସରରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବାଚସ୍ପତି ସୁରମା ପାଢ଼ୀଙ୍କ ସମେତ ବିଶିଷ୍ଟ ଅତିଥିମାନେ ଯୋଗଦେଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking