28.1 C
Bhubaneswar
Friday, July 26, 2024
Homeଓଡିଶାବର୍ଷାରେ ଭିଜିବ ଗଣେଷ ପୂଜା !

ବର୍ଷାରେ ଭିଜିବ ଗଣେଷ ପୂଜା !

ଭୁବନେଶ୍ୱର: ବଢିବ ବର୍ଷାର ବିସ୍ତୃତି । ବର୍ଷାରେ ଭିଜିପାରେ ଗଣେଶ ପୂଜା । ଉତ୍ତର ଓଡିଶା ଓ ଦକ୍ଷିଣ ଉପକୂଳ ଓଡିଶାରେ ଆଜି ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଗଂଜାମ, ଗଜପତି, ରାୟଗଡା, କନ୍ଧମାଳ, କଟକ, ଢେଙ୍କାନାଳ, ଯାଜପୁର ଓ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

ଏଥିସହ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ମୟୂରଭଂଜ, କଳାହାଣ୍ଡି ଜିଲ୍ଲାରେ ଘଡଘଡି ସହ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking