15.1 C
Bhubaneswar
Saturday, December 6, 2025
Homeଓଡିଶାଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅତ୍ୟନ୍ତ ନିନ୍ଦନୀୟ: ମୁଖ୍ୟମନ୍ତ୍ରୀ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅତ୍ୟନ୍ତ ନିନ୍ଦନୀୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉଦବେଗ ପ୍ରକାଶ କରିଛନ୍ତି । କହିଛନ୍ତି, ଏହି ଘଟଣା ନିନ୍ଦନୀୟ ଓ ପୀଡା ଦାୟକ, ମୁୁଁ ଗଭୀର ମର୍ମାହତ । ଅଭିଯୁକ୍ତଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ହେଉ । କାର୍ଯ୍ୟାନୁଷ୍ଠାନ ନେବା ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଦାବି କରୁଛି । ପଶ୍ଚିମବଙ୍ଗ ସରକାରଙ୍କୁ ଯୋଗାଯୋଗ ପାଇଁ  ବରିଷ୍ଠ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ପରିବାର ବର୍ଗଙ୍କୁ ଓଡିଶା ସରକାରଙ୍କ ପକ୍ଷରୁ ସମସ୍ତ ସହାୟତା ପ୍ରଦାନ କରାଯିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking