32.1 C
Bhubaneswar
Friday, April 26, 2024
Homeବ୍ରେକୀଙ୍ଗଘରକୁ ଫେରିଲେ ଗାଙ୍ଗୁଲି

ଘରକୁ ଫେରିଲେ ଗାଙ୍ଗୁଲି

ନୂଆଦିଲ୍ଲୀ : ଦ୍ୱିତୀୟ ଥର ଆଞ୍ଜିଓପ୍ଲାଷ୍ଟି ହେବା ପରେ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ବିସିସିଆଇ ଅଧ୍ୟକ୍ଷ ତଥା ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି। ସେ ଏବେ ସୁସ୍ଥ ଥିବା ଡାକ୍ତର କହିଛନ୍ତି। ଛାତିରେ ଯନ୍ତ୍ରଣା ହେବାରୁ ଗତ ୨୭ ତାରିଖରେ ତାଙ୍କୁ ଚିକିତ୍ସା ପାଇଁ କୋଲକାତାର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତ୍ରିପୁଲ ଭେସେଲ ରୋଗରେ ପୀଡିତ ଥିବା ଗାଙ୍ଗୁଲିଙ୍କର ୨ୟ ଥର ଆଞ୍ଜିଓପ୍ଲାଷ୍ଟି ହୋଇଛି। ଏହା ପୂର୍ବରୁ ମଧ୍ୟ ଛାତିରେ ଯନ୍ତ୍ରଣା ହେବାରୁ ଗାଙ୍ଗୁଲିଙ୍କୁ ଉଡ୍‌ସଲାଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ଜିମ୍‌ରେ ବ୍ୟାୟାମ କରୁଥିବାବେଳେ ହୃଦ୍‌ଘାତ ହେବାରୁ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା। ପରୀକ୍ଷା ପରେ ୩ଟି ଧମନୀରେ ବ୍ଲକେଜ ସୃଷ୍ଟି ହୋଇଥିବା ଜଣାପଡ଼ିଥିଲା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking