27.8 C
Bhubaneswar
Friday, April 19, 2024
Homeଓଡିଶାଭୁବନେଶ୍ୱରରେ ଗଂଜାମ ଫର୍ମୁଲା

ଭୁବନେଶ୍ୱରରେ ଗଂଜାମ ଫର୍ମୁଲା

ଭୁବନେଶ୍ୱର:ଭୁବନେଶ୍ୱରରେ କରୋନା ନିୟନ୍ତ୍ରଣ ନେଇ ବିଏମସି ପକ୍ଷରୁ କଡା ପଦକ୍ଷେପ ଗ୍ରହଣ କରାଯାଇଛି । ରାଜଧାନୀ ଭୁବନେଶ୍ୱରରେ ଗଂଜାମ ଫର୍ମୁଲା ଲାଗୁ କରିବା ନେଇ ନିଷ୍ପତ୍ତି ନିଆଯାଇଛି । ବ୍ୟାପକ ହେଲଥ୍ ସ୍କ୍ରିନିଂ ପାଇଁ ୫୬୫ଟି ରାପିଡ୍ ରେସପନ୍ସ ଟିମ ଗଠନ କରାଯିବ । ବସ୍ତି ଓ ଅନ୍ୟାନ୍ୟ ଅଂଚଳରେ ହେଲଥ୍ ସ୍କ୍ରିନିଂ କରିବ ରାପିଡ୍ ରେସପନ୍ସ ଟିମ୍ । ହୋମ୍ ଆଇସୋଲେସନରେ ଥିବା ଘରୁ ବର୍ଜ୍ୟବସ୍ତୁ ସଂଗ୍ରହ କରିବ ବିଏମସି । କରୋନା ନିୟମ ମାନୁଛନ୍ତି କି ନାହିଁ, ଆକ୍ରାନ୍ତଙ୍କ ଉପରେ କଡା ନଜର ରହିବ । କରୋନା ନେଇ ସନ୍ଦେହ ହେଲେ ୧୯୨୯କୁ କଲ୍ କରି ତଥ୍ୟ ପାଇପାରିବେ । ଏନେଇ ସୂଚନା ପ୍ରଦାନ କରିଛନ୍ତି କୋଭିଡ୍ ଦାୟିତ୍ୱରେ ଥିବା ଆଇଏଏସ ପାରୁଲ ପଟ୍‌ଓାରୀ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking