31.1 C
Bhubaneswar
Tuesday, May 28, 2024
Homeଓଡିଶାଗଞ୍ଜାମ ଜିଲ୍ଲାରେ ବନ୍ଦ ରହିବ ଦୋକାନ ବଜାର

ଗଞ୍ଜାମ ଜିଲ୍ଲାରେ ବନ୍ଦ ରହିବ ଦୋକାନ ବଜାର

ବ୍ରହ୍ମପୁର : କୋଭିଡ ସଂକ୍ରମଣ ବଢୁଥିବା ଦେଖି ଗଞ୍ଜାମଜିଲ୍ଲାର ବ୍ୟବସାୟୀ ଓ ଉଠା ଦୋକାନୀ ସଂଘ ପକ୍ଷରୁ ବଡ଼ ନିଷ୍ପତ୍ତି । ଦ୍ୱିପହର ୨ଟାରୁ ୫ ଟା ଯାଏ ବନ୍ଦ ରହିବ ଗଞ୍ଜାମ ଜିଲ୍ଲାର ସମସ୍ତ ସହରାଞ୍ଚଳର ଦୋକାନ ବଜାର । ଆସନ୍ତା ୧୦ ଦିନ ଯାଏଁ ଦୋକାନ ବଜାର ବନ୍ଦ ରଖିବାକୁ ଜିଲ୍ଲା ବ୍ୟବସାୟୀ ସଂଘ ନିଷ୍ପତ୍ତି ନେଇଥିଲା । ତେବେ ଏହାକୁ ଆସନ୍ତା ମାସ ୯ ତାରିଖ ଯାଏ ବଳବତ୍ତର ରଖିବାକୁ ନିବେଦନ କରିଛନ୍ତି ଜିଲ୍ଲା ପ୍ରଶାସନ । ଏହି ଅବଧି ଯାଏଁ ଜିଲ୍ଲାର ସହରାଞ୍ଚଳରେ ଦୋକାନ ସମେତ ବଜାର ବନ୍ଦ ରହିବ । ତେବେ  ବ୍ୟବସାୟୀ ସଂଘର ନିଷ୍ପତ୍ତିକୁ ଜିଲ୍ଲାପାଳ ସ୍ୱାଗତ କରିଛନ୍ତି । ସେହିପରି ଲୋକମାନଙ୍କୁ ଏନେଇ ସହଯୋଗ କରିବାକୁ ଅନୁରୋଧ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking