27.1 C
Bhubaneswar
Wednesday, July 3, 2024
Homeଓଡିଶାରାଉଲକେଲା ଷ୍ଟିଲ ପ୍ଲାଣ୍ଟରେ ଗ୍ୟାସ୍ ଲିକ୍ : ୮ ଗୁରୁତର  

ରାଉଲକେଲା ଷ୍ଟିଲ ପ୍ଲାଣ୍ଟରେ ଗ୍ୟାସ୍ ଲିକ୍ : ୮ ଗୁରୁତର  

ରାଉଲକେଲା : ରାଉଲକେଲା ଷ୍ଟିଲ ପ୍ଲାଣ୍ଟରେ ଅଘଟଣ । ରାଉରକେଲା ଷ୍ଟିଲ ପ୍ଳାଣ୍ଟର ୫ ନମ୍ବର ବ୍ଲାଷ୍ଟ୍ ଫର୍ଣ୍ଣେସରେ ଅଘଟଣ । ଏଥିରେ ୮ ଜଣ ଶ୍ରମିକ ଗୁରୁତର ହୋଇଥିବା ବେଳେ ସେମାନଙ୍କୁ ତୁରନ୍ତ ଇସ୍ପାତ ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି । ତେବେ ବ୍ଲାଷ୍ଟ୍ ଫର୍ଣ୍ଣେନ୍ସରେ ବିଷାକ୍ତ କାର୍ବନ ମୋନୋକ୍ସାଇଡ୍ ଗ୍ୟାସ୍ ଲିକ୍ ଯୋଗୁଁ ଏପରି ଅଘଟଣ ହୋଇଥିବା ଜଣାପଡ଼ିଛି ।

 

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking