31.1 C
Bhubaneswar
Sunday, October 20, 2024
Homeଦେଶ ବିଦେଶଗ୍ୟାସ୍ ପ୍ଲାଣ୍ଟରେ ବିସ୍ଫୋରଣ, ୨ ମୃତ

ଗ୍ୟାସ୍ ପ୍ଲାଣ୍ଟରେ ବିସ୍ଫୋରଣ, ୨ ମୃତ

ନୂଆଦିଲ୍ଲୀ : କେନିଆର ରାଜଧାନୀ ନାୟରୋବିରେ ଗୁରୁବାର ବିଳମ୍ବିତ ରାତିରେ ଗ୍ୟାସ ପ୍ଲାଣ୍ଟରେ ବିସ୍ଫୋରଣ ହୋଇଛି । ଏଥିରେ ୨ ଜଣଙ୍କ ମୃତ୍ୟୁ ହେବା ସହ ୧୬୫ ଜଣ ଆହତ ହୋଇଛନ୍ତି । ସବୁ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା ଚାଲିଛି । ତେବେ ସେମାନଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ଗୁରୁତର ଥିବାରୁ ମୃତ୍ୟୁ ସଂଖ୍ୟା ବଡିପାରେ ବୋଲି ଆଶଙ୍କା କରାଯାଉଛି । ସୂଚନା ଅନୁସାରେ ପ୍ଲାଣ୍ଟରେ ସିଲିଣ୍ଡରରେ ଗ୍ୟାସ୍ ଭରାଯାଉଥିବା ସମୟରେ ବିସ୍ଫୋରଣ ହୋଇଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking