31.1 C
Bhubaneswar
Monday, May 4, 2026
Homeଦେଶ ବିଦେଶହାରିଗଲେ ଗୌରବ ଗୋଗୋଇ

ହାରିଗଲେ ଗୌରବ ଗୋଗୋଇ

ଆସାମ: ଆସାମ ବିଧାନସଭା ନିର୍ବାଚନ ୨୦୨୬ରେ କଂଗ୍ରେସର କରୁଣ ପରିସ୍ଥିତି। ହାରିଗଲେ ରାହୁଲ ଗାନ୍ଧୀଙ୍କ ବବ୍ବର ଶେର୍ (ସିଂହ) ତଥା ଆସାମ କଂଗ୍ରେସ ମୁଖ୍ୟ ଗୌରଭ ଗୋଗୋଇ। ଗୌରଭ ଜୋରହାନଟ ବିଧାନସଭା ଆସନରୁ ଏଥର ନିର୍ବାଚନ ଲଢ଼ୁଥିଲେ। ସେ ବିଜେପି ପ୍ରତିପକ୍ଷ ହିତେନ୍ଦ୍ର ନାଥ ଗୋସ୍ୱାମୀଙ୍କ ଠାରୁ ୨୩, ୧୮୨ ଭୋଟ ବ୍ୟବଧାନରେ ପରାସ୍ତ ହୋଇଛନ୍ତି।୧୪ ରାଉଣ୍ଡ ଗଣନା ପରେ ଜୋରାହାଟରେ ବର୍ତ୍ତମାନର ବିଜେପି ବିଧାୟକ ଥିବା ହିତେନ୍ଦ୍ର ନାଥ ଗୋସ୍ୱାମୀ ୬୯,୪୩୯ ଭୋଟ ପାଇ ବିଜୟୀ ହୋଇଛନ୍ତି। ଅନ୍ୟପଟେ କଂଗ୍ରେସର ଗୋଗୋଇ ୪୬,୨୫୭ ଭୋଟ ପାଇ ପଛରେ ରହିଯାଇଛନ୍ତି।ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ କଂଗ୍ରେସ ନେତା ତରୁଣ ଗୋଗୋଇଙ୍କ ପୁଅ ଗୌରବ ଗୋଗୋଇ ଏଥର ପ୍ରଥମ ଥର ପାଇଁ ବିଧାନସଭା ନିର୍ବାଚନ ଲଢ଼ିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking