ତୃତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ଗେଜେଟ୍ ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ: ଲୋକସଭା ସାଧାରଣ ନିର୍ବାଚନର ତୃତୀୟ ପର୍ଯ୍ୟାୟ ପାଇଁ ଗେଜେଟ୍ ବିଜ୍ଞପ୍ତି ପ୍ରକାଶ ପାଇଛି । ଲୋକସଭା ସାଧାରଣ ନିର୍ବାଚନ ୨୦୨୪ରେ ମତଦାନ ହେବାକୁ ଥିବା ୧୨ ରାଜ୍ୟ/କେନ୍ଦ୍ରଶାସିତ ପ୍ରଦେଶର ୯୪ ସଂସଦୀୟ କ୍ଷେତ୍ର ପାଇଁ ଗୁରୁବାର ନିର୍ବାଚନ ଆୟୋଗ ବିଜ୍ଞପ୍ତି ପ୍ରକାଶ କରିଛନ୍ତି । ତୃତୀୟ ପର୍ଯ୍ୟାୟରେ ନାମାଙ୍କନ ପତ୍ର ଶୁକ୍ରବାର ଅର୍ଥାତ୍ ୧୨ ତାରିଖ ଠାରୁ ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ପୃଥକ୍ ଭାବେ ୨୯-ବେତୁଲ (ଏସ୍‌ଟି)ର ସ୍ଥଗିତ ପୋଲ୍ ପାଇଁ ମଧ୍ୟ … Continue reading ତୃତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ଗେଜେଟ୍ ବିଜ୍ଞପ୍ତି ଜାରି