25.7 C
Bhubaneswar
Saturday, July 25, 2026
Homeଓଡିଶାଜେନ-ଜି ଓ ଗଣତନ୍ତ୍ରର ବିଜୟ: ନବୀନ

ଜେନ-ଜି ଓ ଗଣତନ୍ତ୍ରର ବିଜୟ: ନବୀନ

ଭୁବନେଶ୍ୱର : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ପଦବୀରୁ ଇସ୍ତଫା ଦେବା ପ୍ରସଙ୍ଗରେ ବିରୋଧୀ ଦଳ ନେତା ନବୀନ ପଟନାୟକ ସୋସିଆଲ ମିଡିଆରେ ପୋଷ୍ଟ କରି କହିଛନ୍ତି  ଏହି ବିଜୟ ପାଇଁ ମୁଁ ଭାରତର ଯୁବପିଢ଼ିଙ୍କୁ, ବିଶେଷକରି ଜେନ ଜେଡଙ୍କୁ ଅଭିନନ୍ଦନ ଜଣାଉଛି। ଜନମତ ପ୍ରତି ଉତ୍ତରଦାୟିତ୍ୱ ଏବଂ ସମ୍ବେଦନଶୀଳତା ଏକ ଦୃଢ଼ ଗଣତନ୍ତ୍ରର ଅବିଚ୍ଛେଦ୍ୟ ମୂଲ୍ୟବୋଧ। ଲୋକଙ୍କ ଇଚ୍ଛାଠାରୁ କେହି ଉର୍ଦ୍ଧ୍ୱରେ ନୁହଁନ୍ତି। ଆମ ଲୋକଙ୍କ ବିଶେଷକରି ଯୁବପିଢ଼ିଙ୍କ ସ୍ୱର ଶୁଣିବାକୁ ଯୋଗ୍ୟ। ଭାରତର ଭବିଷ୍ୟତ ଯୁବପିଢ଼ିଙ୍କର। ମୁଁ ସେମାନଙ୍କୁ ଶୁଭକାମନା ଜଣାଉଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking