25.1 C
Bhubaneswar
Monday, March 16, 2026
Homeଓଡିଶାଗିରିଜାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ଗିରିଜାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ୱର: ଗିରିରଜାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର । ଗିରିଜା କୁମାର ବଳୀୟାରସିଂଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର । କବିତା ପୁସ୍ତକ ପାଦପୂର ପାଇଁ ୨୦୨୫ ମସିହା ନିମନ୍ତେ ପୁରସ୍କାର ପ୍ରଦାନ କରାଯାଇଛି । ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking