28.1 C
Bhubaneswar
Sunday, September 29, 2024
Homeଦେଶ ବିଦେଶଭାଉଜଙ୍କ ସହ ସମ୍ପର୍କ ନ ଥିବା ପ୍ରମାଣ କରିବାକୁ ଯାଇ ଅଗ୍ନିପରୀକ୍ଷା ଦେଲେ ଦିଅର

ଭାଉଜଙ୍କ ସହ ସମ୍ପର୍କ ନ ଥିବା ପ୍ରମାଣ କରିବାକୁ ଯାଇ ଅଗ୍ନିପରୀକ୍ଷା ଦେଲେ ଦିଅର

ତେଲେଙ୍ଗାନା: ତେଲେଙ୍ଗାନାର କରିମନଗର ଜିଲାର ବଞ୍ଜାରୁପାଲି ଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ବ୍ୟକ୍ତି ତାଙ୍କ ଭାଉଜଙ୍କ ସହ ଅବୈଧ ସମ୍ପର୍କ ନେଇ ଅଭିଯୋଗ ହୋଇଥିଲା। ଯାହାକୁ ପ୍ରମାଣ କରିବାକୁ ଯାଇ ଦିଅର ଜଣଙ୍କ ଅଗ୍ନିପରୀକ୍ଷା ଦେଇଛନ୍ତି। ନିଆଁରେ ପଡି ଗରମ ହୋଇଥିବା ଲୁହା ରଡକୁ ହାତରେ ଉଠାଇଛନ୍ତି। ଏହି ପୁରା ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ଖବରନୁଯାୟୀ, ଯୁବକ ଜଣଙ୍କ ତାଙ୍କ ବଡ଼ ଭାଇଙ୍କ ସ୍ତ୍ରୀଙ୍କ ସହ ଅବୈଧ ସମ୍ପର୍କ ରଖିଥିବା ଅଭିଯୋଗ ପରେ ଗ୍ରାମରେ ପଞ୍ଚାୟତ ବସିଥିଲା। ତେବେ ପଞ୍ଚାୟତରେ ଯୁବକୁଙ୍କ ନିଜକୁ ନିର୍ଦ୍ଦୋଷ ପ୍ରମାଣ କରିବାକୁ ହେଲେ ଅଗ୍ନିପରୀକ୍ଷା ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ବ୍ୟକ୍ତି ଜଣଙ୍କ ଅଗ୍ନିପରୀକ୍ଷା ଦେଇଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking