36.1 C
Bhubaneswar
Saturday, May 10, 2025
Homeଓଡିଶାବଡ଼ଭାଇଙ୍କ ପରେ ଶୂନ୍ୟ ପହଣ୍ଡିରେ ଆସିଲେ ଦେବୀ ସୁଭଦ୍ରା

ବଡ଼ଭାଇଙ୍କ ପରେ ଶୂନ୍ୟ ପହଣ୍ଡିରେ ଆସିଲେ ଦେବୀ ସୁଭଦ୍ରା

ପୁରୀ: ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଲୋକରାଣ୍ୟ ହେବାରେ ଲାଗିଛି ବଡ଼ଦାଣ୍ଡ । ନିର୍ଦ୍ଧାରିତ ସମୟରେ ଆରମ୍ଭ ହୋଇଛି ଚତୂର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ବିଜେ ନୀତି । ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ପରେ ଆରମ୍ଭ ହୋଇଥିଲା ପ୍ରଭୁ ଶ୍ରୀ ବଳଭଦ୍ରଙ୍କ ପହଣ୍ଡି ବିଜେ । ଧାଡ଼ି ପହଣ୍ଡିରେ ରତ୍ନବେଦୀରୁ ରଥ ଉପରକୁ ଆଣିଥିଲେ ସେବାୟତ ।

ବଳଭଦ୍ରଙ୍କ ପହଣ୍ଡି ପରେ ଆରମ୍ଭ ହୋଇଥିଲା ଦେବୀ ସୁଭଦ୍ରାଙ୍କ ପହଣ୍ଡି । ଶୂନ୍ୟ ପହଣ୍ଡିରେ ରତ୍ନବେଦୀରୁ ରଥ ଉପରକୁ ଆସିଥିଲେ ଦେବୀ ସୁଭଦ୍ରା । ଦେବୀ ସୁଭଦ୍ରାଙ୍କ ପହଣ୍ଡି ବିଜେ ପରେ ଜଗତର ନାଥ ଜଗନ୍ନାଥଙ୍କ ପହଣ୍ଡି ଆରମ୍ଭ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking