28.1 C
Bhubaneswar
Sunday, September 8, 2024
Homeଦେଶ ବିଦେଶଶସ୍ତା ହେବ ସୁନା, ରୁପା

ଶସ୍ତା ହେବ ସୁନା, ରୁପା

ନୂଆଦିଲ୍ଲୀ: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ସଂସଦରେ ଆଗତ ହେଲା ପୂର୍ଣ୍ଣାଙ୍ଗ ବଜେଟ୍ । ଦିନ ୧୧ଟା ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରିଛନ୍ତି ।  ସପ୍ତମ ଥର ବଜେଟ ଉପସ୍ଥାପନ କଲେ ନିର୍ମଳା ସୀତାରମଣ ।  ଲଗାତାର ସପ୍ତମ ଥର ପାଇଁ ସଂସଦରେ ଦେଶର ଆୟ-ବ୍ୟୟର ହିସାବ ରଖିଛନ୍ତି ସୀତାରମଣ । ତେବେ ସୁନା ଓ ରୁପା ଶସ୍ତା ହେବ । କାରଣ ସୁନା, ରୁପା ଓ ପ୍ଲାଟିନମ ଉପରୁ କଷ୍ଟମ ଡ୍ୟୁଟି ହ୍ରାସ ନେଇ ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି । ସୁନା ଓ ରୁପା ଉପରୁ କଷ୍ଟମ ଡ୍ୟୁଟି ୬ ପ୍ରତିଶତ ହ୍ରାସ ହେବ । ପ୍ଲାଟିନମ ଉପରୁ କଷ୍ଟମ ଡ୍ୟୁଟି ୬.୪ ପ୍ରତିଶତ ହ୍ରାସ କରାଯିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking