27.1 C
Bhubaneswar
Sunday, September 8, 2024
Homeଦେଶ ବିଦେଶବିବାହ ସିଜିନ ଆରମ୍ଭରୁ ଲଗାତାର ଭାବରେ ବଢି ଚାଲିଛି ସୁନା ଦାମ୍

ବିବାହ ସିଜିନ ଆରମ୍ଭରୁ ଲଗାତାର ଭାବରେ ବଢି ଚାଲିଛି ସୁନା ଦାମ୍

ନୂଆଦିଲ୍ଲୀ : ସୁନା ପ୍ରତି ଭାରତୀୟଙ୍କ ଆଦର କେବେ କମିନାହିଁ । ଆଉ ଚାହିଦା ଯେତିକି ବଢୁଛି, ଏହି ହଳଦିଆ ଧାତୁଟି ସେତିକି ଚମକୁଛି । ବାହାଘର ସିଜିନରେ ସୁନା ଦର ହୁ ହୁ ବଢୁଛି । ଦାମ୍ ଶୁଣିଲେ ସାଧାରଣ ଲୋକ ସୁନା କିଣିବା ପାଇଁ ସାହସ କରି ପାରୁ ନାହାନ୍ତି । ବିବାହ ସିଜିନ ଆରମ୍ଭରୁ ଲଗାତାର ଭାବରେ ବଢୁଛି ଦାମ୍ । ଅନ୍ତର୍ଜାତୀୟ ବଜାରରେ ସୁନା ଦର ବଢୁଥିବାରୁ ଘରୋଇ ବଜାରରେ ଦର ବଢୁଛି ।

ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ସୁନା ୬୨ ହଜାର ୧ଶହ ୪୦ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍ ୧୦ ଗ୍ରାମ ସୁନାର ଦାମ୍ ୫୬ ହଜାର୯୨୦ ଟଙ୍କା ହୋଇଛି । ବିବାହ ଋତୁ ଆରମ୍ଭରୁ ବଢିଛି ସୁନା ଦର । ଅନ୍ୟ ପଟେ ହମାସ ଏବଂ ଇସ୍ରାଏଲ ଯୁଦ୍ଧ ଅନ୍ତର୍ଜାତୀୟ ସ୍ତରରେ ସୁନା ଦର ବୃଦ୍ଧିର ଅନ୍ୟ ଏକ କାରଣ ପାଲିଟିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking