37.8 C
Bhubaneswar
Friday, June 12, 2026
Homeଓଡିଶାପୁଣି ବଢ଼ିଲା ସୁନା ଦର

ପୁଣି ବଢ଼ିଲା ସୁନା ଦର

ଭୁବନେଶ୍ୱର: ଲଗାତାର ୨ ଦିନ ହ୍ରାସ ପାଇବା ପରେ ପୁଣି ବଢ଼ିଛି ସୁନା ଦର। ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୨ ହଜାର ୯୪୦ ଟଙ୍କା ବୃଦ୍ଧି ପାଇଛି। ଫଳରେ ୨୪ କ୍ୟାରେଟ ସୁନା ଦର ୧ ଲକ୍ଷ ୪୮ ହଜାର ୫୮୦ ଟଙ୍କାରେ ପହଞ୍ଚିଛି। ୨୨ କ୍ୟାରେଟ ସୁନା ଦର ୨୭୦୦ ବୃଦ୍ଧି ପାଇ ୧ ଲକ୍ଷ ୩୬ ହଜାର ୨୦୦ରେ ପହଞ୍ଚିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking