28.1 C
Bhubaneswar
Wednesday, April 24, 2024
Homeଓଡିଶାଗୃହରକ୍ଷୀମାନଙ୍କ ପାଇଁ ଖୁସି ଖବର: ବଢ଼ିଲା ଭତ୍ତା

ଗୃହରକ୍ଷୀମାନଙ୍କ ପାଇଁ ଖୁସି ଖବର: ବଢ଼ିଲା ଭତ୍ତା

ଭୁବନେଶ୍ୱର :ଗୃହରକ୍ଷୀ ମାନଙ୍କ Duty Call Up Allowanceରେ ରାଜ୍ୟ ସରକାର ୩୮ ପ୍ରତିଶତ ବୃଦ୍ଧି କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି ଏବଂ ଏହା ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି ।

ପୂର୍ବରୁ ଗୃହରକ୍ଷୀ ମାନଙ୍କୁ Duty Call up allowance ଭାବରେ ମାସିକ ୯୦୦୦ ଟଙ୍କା ମିଳୁଥିବା ବେଳେ ଏହାକୁ ଦୈନିକ ୪୧୬ ଟଙ୍କାକୁ ବୃଦ୍ଧି କରାଯାଇଛି । ଏହାଦ୍ବାରା ସେମାନଙ୍କ call up allowance ଭାବରେ ମାସିକ ୧୨,୪୮୦ ଟଙ୍କା ମିଳିବ। ଏତଦ୍‌ବ୍ୟତୀତ ପୂର୍ବରୁ ମିଳୁଥିବା ଅନ୍ୟାନ୍ୟ ଭତ୍ତା ମଧ୍ୟ ପୂର୍ବବତ୍‌ ମିଳିବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking