34.1 C
Bhubaneswar
Thursday, April 25, 2024
Homeବ୍ରେକୀଙ୍ଗଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍

ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍

କଟକ: କଟକ ଶିଖରପୁର ଲେବୁଲ କ୍ରସିଂରେ ଆଜି ଏକ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି ।ତେବେ ଭଦ୍ରକରୁ ଖୋର୍ଦ୍ଧା ଅଭିମୁଖେ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଛି ।
ତେଲ ନେଇ ଯାଉଥିବା ବେଳେ ଟ୍ରେନଟି ଲାଇନଚ୍ୟୁତ ହୋଇଥିଲା । ବଡ ଦୁର୍ଘଟଣାରୁ ର୍ତେଳ ଟ୍ୟାଙ୍କରଟି ଅଳ୍ପକେ ବର୍ତ୍ତିଯାଇଛି । ଖବର ପାଇ ରେଲେଓ୍ୱର ଟେକ୍ନିକାଲ ଟିମ ଓ RPF ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତିର ଅନୁଧ୍ୟାନ କରୁଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking