ଭୁୂବନେଶ୍ୱର: ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଓ ଆୟୁଷ୍ମାନ ଯୋଜନା ମିଶିବା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ । ଅନେକ ସାମ୍ବାଦିକ ନିଜ ଚିକିତ୍ସା ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଗଣମାଧ୍ୟମ ସରକାର ଓ ସାଧାରଣ ଲୋକଙ୍କ ଭିତରେ ଏକ ବ୍ରିଜ ସଦୃଶ । ପୂର୍ବ ଭଳି ସ୍ୱତନ୍ତ୍ର ଭାବେ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନା ଲାଗୁ କରାଯାଉ ।










