ପରଲୋକରେ ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁ
ବରଗଡ଼: ପରଲୋକରେ ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁ (ଏଲି)। ୭୦ ବର୍ଷ ବୟସରେ ଆଜି ତାଙ୍କ ପରଲୋକ ଘଟିଛି। କିଛି ଦିନ ହେବ ସେ ମଧୁମେହ ରୋଗରେ ପୀଡ଼ିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଏଣେ ବରଗଡ଼ ଜିଲ୍ଲା ବରପାଲି ସ୍ଥିତ ତାଙ୍କ ବାସଭବନରେ ତାଙ୍କ ଶେଷ ଦର୍ଶନ ପାଇଁ ଲୋକଙ୍କ ଭିଡ଼ ଜମିଛି। ୨୫ ବର୍ଷ ଧରି ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରିଥିଲେ ସେ। ବଲାଙ୍ଗୀର ଜିଲ୍ଲାରେ ଜନ୍ମିତ … Continue reading ପରଲୋକରେ ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁ
Copy and paste this URL into your WordPress site to embed
Copy and paste this code into your site to embed