ଭୁବନେଶ୍ୱର: ଗୋପାଳପୁର ଘଟଣାରେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ସୂଚନା ଦେଇଛନ୍ତି । ଅଭିଯୁକ୍ତଙ୍କ କ୍ରାଇମ ସିନ ସିସିଟିଭିରେ କଏଦ ହୋଇଛି । ଅଭିଯୁକ୍ତଙ୍କ ବିରୋଧରେ ମିଳିଛି ଗୁରୁତ୍ୱପୂଣ୍ଣ ଡିଜିଟାଲ ପ୍ରମାଣ । ଗିରଫ ୧୦ ଅଭିଯୁକ୍ତଙ୍କ ମୋବାଇଲ ଜବତ କରି ଏସଏଫଏସଏଲକୁ ପଠାଯାଇଛି । ଅଭିଯୁକ୍ତଙ୍କ ବିରୋଧରେ ଯଥେଷ୍ଟ ପ୍ରମାଣ ମିଳିଛି କହିଛନ୍ତି କ୍ରାଇମବ୍ରାଞ୍ଚ ଡିଜି ।









