32.1 C
Bhubaneswar
Friday, September 20, 2024
Homeଓଡିଶାସରକାର ସଚେତନ, ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ

ସରକାର ସଚେତନ, ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର : ଭରତପୁର ଥାନାରେ ମେଜରଙ୍କ ବାନ୍ଧବୀଙ୍କୁ ମାଡ ଘଟଣା । ପ୍ରିତିକ୍ରିୟା ଦେଲେ ମୁଖ୍ୟମନ୍ତ୍ରୀ  ମୋହନ ମାଝୀ । ସରକାର ହେି ମାମଲାରେ କ୍ରାଇମବ୍ରାଂଚକୁ ତଦନ୍ତ ଦାୟିତ୍ୱ ଦେଇଛନ୍ତି । ଏଯାଏଁ ୫ ଜଣଙ୍କୁ ସସପେଣ୍ଡ କରାଯାଇଛି । ସେମାନଙ୍କ ନାଁରେ ମାମଲା ରୁଜୁ ହୋଇଛି । କାର୍ଯ୍ୟାନୁଷ୍ଠାନ ନେବାକୁ ପଛଘୁଞ୍ଚା ଦେବେନି ସରକାର । ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଆବଶକ୍ୟ ପଦକ୍ଷେପ ନେଉଛୁ । ଆମ ସରକାର ସଚେତନ ଅଛି ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking