14.1 C
Bhubaneswar
Sunday, December 7, 2025
Homeଓଡିଶାସରକାର କିଣିବେ ଏସସି/ ଏସଟିଙ୍କ ଜମି: ମନ୍ତ୍ରୀ

ସରକାର କିଣିବେ ଏସସି/ ଏସଟିଙ୍କ ଜମି: ମନ୍ତ୍ରୀ

ଭୁବନେଶ୍ୱର: ଏଣିକି ସରକାର କିଣିବେ ଅନୁସୂଚିତ ଜାତି ଓ ଜନଜାତିଙ୍କ ଜମି । ଧନ ଲୋକଙ୍କ  ଚାପ ପକାଇ ଜାତି ଓ ଜନଜାତିଙ୍କ ସମ୍ପତ୍ତି ହଡପ  କରିପାରିବେନି । ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଖୁବଶୀଘ୍ର କର୍ପସ ଫଣ୍ଡ ଗଠନ କରିବେ ରାଜ୍ୟ ସରକାର । ରାଜସ୍ୱ ବିଭାଗ ଅତିରିକ୍ତ ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking