18.1 C
Bhubaneswar
Monday, February 2, 2026
Homeଓଡିଶାବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର

ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର

ଭୁବନେଶ୍ୱର: ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ରାଜ୍ୟ ସରକାର । ୬୦ରୁ ୭୫ ବର୍ଷ ବୟସ୍କ ଓ ବିଧବା ମହିଳାଙ୍କୁ ଜଗନ୍ନାଥ ଦର୍ଶନ କରାଇବେ । ଖୁବଶୀଘ୍ର ଆରମ୍ଭ ହେବ ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା । ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ପର୍ଯ୍ୟଟନ ବିଭାଗ ପକ୍ଷରୁ ଚିଠି କରାଯାଇଛି । ୩୫ ହଜାର ଲୋକଙ୍କୁ ଏହି ଯୋଜନାରେ ସାମିଲ କରାଯିବ । ପଞ୍ଚାୟତ ସ୍ତରରେ ହିତାଧିକାରୀ ଚୂଡାନ୍ତ କରିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking