ବେଆଇନ ମଦ କାରବାରରେ ସଂପୃକ୍ତଙ୍କ ବିରୁଦ୍ଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ : ମନ୍ତ୍ରୀ ଶ୍ରୀ ହରିଚନ୍ଦନ

ଭୁବନେଶ୍ୱର : ବେଆଇନ ମଦ କାରବାର ନେଇ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଏଭଳି ମାମଲାରେ ସଂପୃକ୍ତ ସମସ୍ତ ବ୍ୟକ୍ତିଙ୍କୁ ଖୋଜି ବାହାର କରାଯିବା ସହିତ ଆଇନ ଅନୁଯାୟୀ କଠୋର ଦଣ୍ଡବିଧାନ କରାଯିବ । ଏଥି ସହିତ ବେଆଇନ ତଥା ଚୋରା ମଦ କାରବାରକୁ ସଂପୂର୍ଣ୍ଣ ରୂପେ ବନ୍ଦ କରିବା ପାଇଁ ଆବଶ୍ୟକୀୟ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିବା ନେଇ ଆଇନ, ପୂର୍ତ୍ତ ଏବଂ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ … Continue reading ବେଆଇନ ମଦ କାରବାରରେ ସଂପୃକ୍ତଙ୍କ ବିରୁଦ୍ଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ : ମନ୍ତ୍ରୀ ଶ୍ରୀ ହରିଚନ୍ଦନ