15.1 C
Bhubaneswar
Monday, February 9, 2026
Homeଓଡିଶାନବୀନଙ୍କୁ ଭେଟିଲେ ରାଜ୍ୟପାଳ

ନବୀନଙ୍କୁ ଭେଟିଲେ ରାଜ୍ୟପାଳ

ଭୁବନେଶ୍ୱର: ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି । ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ରାଜ୍ୟପାଳ ହରିବାବୁ କମ୍ଭମପତି । ନବୀନ ବାବୁଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବାକୁ ପହଞ୍ଚିଲେ ରାଜ୍ୟପାଳ । ସ୍ୱାସ୍ଥ୍ୟାବସ୍ଥା କିପରି ଅଛି ସେନେଇ ପଚାରି ବୁଝିଲେ ରାଜ୍ୟପାଳ । ନିକଟରେ ଏକ ଘରୋଇ ହସ୍ପିଟାଲରେ ଡିହାଇଡ୍ରେସନ୍ ହୋଇଥିବାରୁ ଚିକିତ୍ସିତ ହୋଇ ଫେରିଥିଲେ । ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଭେଟି ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking