ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପ୍ରଶଂସା କଲେ ରାଜ୍ୟପାଳ ହରିବାବୁ କମ୍ଭମ ପାଟି । ଦକ୍ଷତା ବିକାଶ କ୍ଷେତ୍ରରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଛନ୍ତି । ଓଡିଶାରେ ୫ଟି ଦକ୍ଷତା ବିକାଶ କେନ୍ଦ୍ର ଖୋଲିଛନ୍ତି । ଯାହାଦ୍ୱାରା ଯୁବପିଢିଙ୍କୁ ଦକ୍ଷତା ବିକାଶ କ୍ଷେତ୍ରରେ ସହାୟକ ହେଉଛି ।










