31.1 C
Bhubaneswar
Monday, May 18, 2026
Homeଓଡିଶାମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଗୋବିନ୍ଦଙ୍କ ପରିବାର

ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଗୋବିନ୍ଦଙ୍କ ପରିବାର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝିଙ୍କ ବାସଭବନରେ ଗୋବିନ୍ଦ ସାହୁଙ୍କ ପରିବାର ଆଜି ପହଞ୍ଚିଥିଲେ। ପ୍ରଦୀପ୍ତ କୁମାର ନାଏକଙ୍କ ସହ ଆସିଛନ୍ତି ଗୋବିନ୍ଦଙ୍କ ପରିବାର। ଗୋବିନ୍ଦ ସାହୁ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ପାଇଁ ଦାବି କରିଛନ୍ତି। ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଥିଲେ ଗୋବିନ୍ଦ ସାହୁ। ୨୦୨୨ ଡିସେମ୍ବର ୨୦ରେ କଣ୍ଟାବାଞ୍ଜି ସବ୍‌-ଜେଲ୍‌ରେ ଗୋବିନ୍ଦଙ୍କ ରହସ୍ୟମୟ ଭାବେ ମୃତ୍ୟୁ ହୋଇଥିଲା। ତେବେ ଏହି ଘଟଣାର ତଦନ୍ତ କରି ସତ୍ୟତାକୁ ଲୋକଲୋଚନକୁ ଆଣିବାକୁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି କରିଛନ୍ତି ପରିବାର ଲୋକେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking