29.1 C
Bhubaneswar
Saturday, February 7, 2026
Homeଓଡିଶାଶ୍ରୀମନ୍ଦିରରେ ବଡ଼ ମହାସ୍ନାନ

ଶ୍ରୀମନ୍ଦିରରେ ବଡ଼ ମହାସ୍ନାନ

ପୁରୀ : ଶ୍ରୀମନ୍ଦିରରେ ରବିବାର ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିର ଭିତରକାଠ ନିକଟରେ ବାନ୍ତି ପଡ଼ିଥିବା ଦେଖିବାକୁ ମିଳିବା ପରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ କରାଯାଇଛି। ଏଥିପାଇଁ ଶ୍ରୀଜୀଉମାନଙ୍କ ଦର୍ଶନକୁ ୧ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି। ଅବକାଶ ନୀତି ପରେ ବଡ଼ ମହାସ୍ନାନ ନୀତି ସମ୍ପନ୍ନ ହେବ। ଏହା ପରେ ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବ ବୋଲି ସୂଚନା ମିଳିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking