29.1 C
Bhubaneswar
Sunday, April 28, 2024
Homeଓଡିଶାଠିକା କର୍ମଚାରୀଙ୍କ ପାଇଁ ବଡ ନିଷ୍ପତ୍ତି

ଠିକା କର୍ମଚାରୀଙ୍କ ପାଇଁ ବଡ ନିଷ୍ପତ୍ତି

ଭୁବନେଶ୍ୱର: ରାଜ୍ୟର ସମସ୍ତ ଠିକା କର୍ମଚାରୀଙ୍କ ପାଇଁ କ୍ୟାବିନେଟରେ ବଡ ନିଷ୍ପତ୍ତି ନିଆଯାଇଛି । ଏଣିକି ଠିକା କର୍ମଚାରୀଙ୍କୁ ଇନିସିଆଲ ଆପଏଣ୍ଟି କୁହାଯିବାକୁ ନିଷ୍ପତ୍ତି ନିଆଯାଇଛି । ସମସ୍ତ ଠିକା କର୍ମଚାରୀଙ୍କୁ ପ୍ରଥମ ବର୍ଷରୁ ଅଧିକ ୫୦ ପ୍ରତିଶତ ଦରମା ମିଳିବ । ପୂର୍ବ ନିୟମାନୁସାରେ ୬ ବର୍ଷ ପରେ ନିୟମିତ ହେବେ ଠିକା କର୍ମଚାରୀ । ପ୍ରଥମ ବର୍ଷରୁ ୫୦ ପ୍ରତିଶତ ଅଧିକ ଦେବାକୁ ବାର୍ଷିକ ୨୫୦ କୋଟି ଖର୍ଚ୍ଚ ହେବ । ନିୟମିତ କର୍ମଚାରୀଙ୍କ ଭଳି ମେଡିକାଲ ଖର୍ଚ୍ଚ ପାଇବେ ଠିକା କର୍ମଚାରୀ ।  କ୍ୟାବିନେଟ ନିଷ୍ପତି ନେଇ ମନ୍ତ୍ରୀ ପ୍ରତାପ ଜେନା ସୂଚନା ପ୍ରଦାନ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking