29.4 C
Bhubaneswar
Tuesday, June 30, 2026
Homeଓଡିଶାଗ୍ରିନଲାଣ୍ଡ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ

ଗ୍ରିନଲାଣ୍ଡ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ

ଯାଜପୁର:ଯାଜପୁର ଦଶରଥପୁର ଶିକ୍ଷା ମଣ୍ଡଳ ଅନ୍ତର୍ଗତ ଅଗ୍ରଣୀ ଶିକ୍ଷାନୁଷ୍ଠନ ଗ୍ରିନଲାଣ୍ଡ ପବ୍ଲିକ ସ୍କୁଲର ୧୭ ତମ ବାର୍ଷିକ ଉତ୍ସବ ମହାଆଡମ୍ବର ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ନିର୍ଦ୍ଦେଶକ ସୁରଥ ଭୂୟାଁଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ସତନ୍ତ୍ର କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ସାଂସଦ ଡ ରବୀନ୍ଦ୍ର ନାରାୟଣ ବେହେରା ପ୍ରଦୀପ ଉଜ୍ୱଳ କରି ଉତ୍ସବର ଉଦଘାଟନ କରିଥିଲେ। ମୁଖ୍ୟ ବକ୍ତା ଭାବେ ଜିଲା ବିଜେପି ସଭାପତି ଗୌତମ ରାୟ , ସାନମାନୀୟ ଅତିଥି ଭାବେ ବ୍ଲକ ଶିକ୍ଷା ଅଧିକାରୀ ଆଲୋକ କୁମାର ବନ୍ଧ, ବରିଷ୍ଠ ଶିକ୍ଷାବିତ ସୁଶାନ୍ତ ମହାପାତ୍ର ପ୍ରମୁଖ ଯୋଗଦେଇ ଉପସ୍ଥିତ ବିଦ୍ୟାଳୟ କୁନି କୁନି ପିଲା ମାନଙ୍କୁ ବହୁ ଉପାଦାୟ ପ୍ରରାମର୍ଶ ପ୍ରଦାନ କରିଥିଲେ। ଏହି ଅବସରରେ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗୀତା ର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ପରିଶେଷରେ ଛାତ୍ରଛାତ୍ରୀଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking