24.1 C
Bhubaneswar
Friday, February 13, 2026
Homeଓଡିଶାଓଡ଼ିଆ ସାମ୍ବାଦିକତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଓଡ଼ିଆ ସାମ୍ବାଦିକତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ବର : ଓଡ଼ିଆ ସାମ୍ବାଦିକତା ଦିବସ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ସେ ନିଜର ‘ଏକ୍ସ’ରେ ଲେଖିଛନ୍ତି, ୧୮୬୬ ମସିହା ଆଜିର ଦିନରେ ଓଡ଼ିଶାର ପ୍ରଥମ ସମ୍ବାଦପତ୍ର ‘ଉତ୍କଳ ଦୀପିକା’ ପ୍ରକାଶ ପାଇଥିଲା। “ଓଡ଼ିଆ ସାମ୍ବାଦିକତା ଦିବସ” ଅବସରରେ ଓଡ଼ିଆ ଭାଷାରେ ସମ୍ବାଦ ପରିବେଷଣ ଦ୍ୱାରା ଜନସାଧାରଣଙ୍କୁ ସଚେତନ କରୁଥିବା ସମସ୍ତ ସାମ୍ବାଦିକ ଭାଇ ଓ ଭଉଣୀ ମାନଙ୍କୁ ସାଧୁବାଦ୍।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking