ଭଦ୍ରକ: ସଂଘବଦ୍ଧ ଆକ୍ରମଣରେ ଜଣେ ମୃତ । ପୀରହାଟ ଥାନା ଶ୍ୟାମସୁନ୍ଦରପୁର ଗାଁରେ ହତ୍ୟାକାଣ୍ଡ ଘଟିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣଙ୍କ ଉପରେ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ । ଏହି ଆକ୍ରମଣରେ ପୀଡିତାଙ୍କ ମୃତ୍ୟୁ ଘଟିଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।